pratilipi-logo ପ୍ରତିଲିପି
ଓଡିଆ

ବେଙ୍ଗ ଏବଂ କଳାନାଗ କଥା

3638
4.2

ବରୁଣ ପାହାଡ ନିକଟରେ ‘ମନ୍ଦଭିଷ୍ୟ’ ନାମକ ଏକ ନାଗସାପ ବସବାସ କରୁଥିଲା । ଦିନେ ସେ ଚିନ୍ତାକଲା, ମୁଁ ବୁଢା ହୋଇଯିବାରୁ ଆଉ ଶିକାର କରିପାରୁନାହିଁ । ତେଣୁ କିପରି ମୁଁ ଅଧିକ ପରିଶ୍ରମ ବିନା ଖାଦ୍ୟ ସଂଗ୍ରହ କରିପାରିବି ସେ କଥା ଚିନ୍ତା ...