(ରାଗ-ଋଷିକୁଲ୍ୟା) ବିଭୂଷଣ ପୁଷ୍ପେ ଯା କାନ୍ତି ଜାଣ, ବିଭୂଷଣ କରି କନ୍ୟାକୁ ଆଣ। ବାରଣଶିରେ ପଦ ଦେଇ ଆସୁ, ବରଣ କରି ରାମ ମନ ତୋଷୁ ସେ। ବୋଲିଦେଲେ କଉଶିକ ଯେ। ବୋଳିଦେଲା ପ୍ରାୟେ ଗୋଳି ଚନ୍ଦନକୁ ହୋଇଲେ ରଘୁବଂଶିକ ଯେ।୧। ବିଧାନ ହୋଇଛି ଯା ...