pratilipi-logo ପ୍ରତିଲିପି
ଓଡିଆ

ବୁଦ୍ଧିଆ ମହାଜନ

1393
4.8

ଅନେକ ବର୍ଷ ତଳର କଥା । ଗୋଟିଏ ଗାଆଁରେ ଜଣେ ମହାଜନ ଥିଲେ । ତାଙ୍କର ତିନୋଟି ପୁଅ ଥିଲେ । ତନ୍ମଧ୍ୟରୁ ବଡ ପୁଅର ନାମ ସୁରେଶ, ମଝିଆଁ ପୁଅର ନାମ ଦିନେଶ ଏବଂ ସାନ ପୁଅର ନାମ ଅବିନାଶ । ସେ ମହାଜନଙ୍କର ପୁଣି ଅଚଳାଚଳ ଧନ ସମ୍ପତ୍ତି ଥିଲା । ...