ସଙ୍ଗିନୀରେ ଚାହାଁ ବେଣୁପାଣିକି ଚିତ୍ତ ବିତ୍ତ ଚୋରା ଚିନ୍ତାମଣିକି ।ପଦ। ବକୁଳ ସେବତୀ ମଲ୍ଲୀ ନିଆଳୀ ଗଭା ନାନା କୁସୁମେ ମଣ୍ଡିତ ବାଙ୍କ ଟାହିଆ ତହିଁ ଖଞ୍ଜିଅଛି ରଙ୍ଗ ଜାମୁଡାଳି ସଙ୍ଗରେ ମୟୂର ଚନ୍ଦ୍ରିକା ପକ୍ଷୀ ।୧। ଭଲା ତାର ଯେଉଁ ନୟନ ଠାର ...